ଆଜିର ରାଶିଫଳ; 03 ନଭେମ୍ବର 2020 ମଙ୍ଗଳବାର : କେମିତି କଟିବ ଆଜିର ଦିନ

ମେଷ

ଘରେ ଲାଗିରହିଥିବା ଅଶାନ୍ତି ଯୋଗୁଁ ଆପଣ ଚ଼ିନ୍ତିତ ହୋଇପାରନ୍ତି । ଯଦିଓ ଘରର ଅଶାନ୍ତିର କାରଣ ଆପଣ ନୁହଁନ୍ତି ତଥାପି ମାନସିକ ଶାନ୍ତି ପାଇଁ ନିଜର ଭାବନାକୁ ନିୟନ୍ତ୍ରଣରେ ରଖନ୍ତୁ ।

ବୃଷ

ଆଜି ଆପଣ ଆପଣଙ୍କ ସାଙ୍ଗର ସାନିଧ୍ୟ ଲାଭ କରିବେ ।ଆଜିର ଦିନ ବହୁତ ଖୁସି କରିବାର ଦିନ ଅଟେ । ସମୟର ତାଳେ ତାଳେ ଏହି ସମ୍ପର୍କ ଆହୁରି ମଜବୁତ ହେବ । ଆଜି ଦିନରେ ସ୍ମରଣୀୟ ମୂହୁର୍ତ୍ତ ଆପଣଙ୍କ ସାଂଗରେ ସବୁବେଳେ ରହିବ ।|

ମିଥୁନ

ଆଜି ହଠାତ୍ ଆପଣଙ୍କ ଘରକୁ ଅତିଥି ଆସିପାରନ୍ତି । ସେମାନଙ୍କୁ ସ୍ୱାଗତ ପାଇଁ ଆପଣ ପ୍ରସ୍ତୁତ ହୋଇ ରୁହନ୍ତୁ । ଆଜି ଆପଣ ଯେତେ ବ୍ୟସ୍ତ ରହିଲେ ମଧ୍ୟ ସାମାଜିକ ଉତ୍ସବରେ ନିଶ୍ଚୟ ଭାଗ ନିଅନ୍ତୁ ,କାରଣ ଏମିତି ସୁଯୋଗ ବାରମ୍ବାର ଆସେ ନାହିଁ ।|

କର୍କଟ

ଆଜି ଅପଣଙ୍କ ପ୍ରିୟଜନ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିବେ ନିଜର ଚ଼େଷ୍ଟା ଏବଂ ସ୍ନେହ ବଳରେ ଆପଣଙ୍କ ଦିନକୁ ସେମାନେ ବହୁତ ସୁନ୍ଦର କରିଦେବେ । ଆପଣ ସେମାନଙ୍କ ସ୍ନେହ ପାଇଁ ବହୁତ ଖୁସି ହେବେ ଏବଂ ନିଜକୁ କୃତାର୍ଥ ମନେ କରିବେ ।|

ସିଂହ

ଆଜି ଆପଣ ଯାହା ନିଷ୍ପତ୍ତି ନେବେ ଭାବିଚ଼ିନ୍ତି ନିଅନ୍ତୁ ,କାରଣ ଆପଣ ନେଇଥିବା ନିଷ୍ପତ୍ତି ଉପରେ ପଶ୍ଚାତାପ ଯେପରି କରିବାକୁ ନ ପଡ଼େ । ତରତର ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ ।|

କନ୍ୟା

ଆଜି ଆପଣ ନିଜକୁ ଠିକ ଭାବରେ ପରଖିବାକୁ ଚେଷ୍ଟା କରିବେ । ଆପଣ ନିଜର ମର୍ଯ୍ୟାଦାରେ ଧ୍ୟାନ ଦିଅନ୍ତୁ ।ଏହି ମାର୍ଗରେ ଚାଲନ୍ତୁ, କାରଣ ଏଥିରେ ଆପଣଙ୍କୁ ବହୁତ ଖୁସି ମିଳିବ । ଆପଣ କୌଣସି ପବିତ୍ର ସ୍ଥାନକୁ ଯାଇପାରନ୍ତି ।|

ତୁଳା

ଆଜି ଆପଣଙ୍କୁ ନିଜ ସାଙ୍ଗମାନଙ୍କ ସୁସମ୍ମାନ ପାଇଁ ଖୁସିମିଳିବା ।କିନ୍ତୁ ସାବଧାନ ରହିବେ ,କାରଣ ଆପଣଙ୍କର ହିଁ କିଛି ସାଙ୍ଗ ଆପଣଙ୍କୁ ଇର୍ଷା କରିପାରନ୍ତି ।ଏଥିପାଇଁ ଆପଣଙ୍କୁ ଟିକେ ସାବଧାନ ରହିବାକୁ ହେବ ।|

ବିଛା

ଆଜି ଆପଣ ପରିବାର ଲୋକଙ୍କ ସହିତ ସମୟ କଟାଇବେ ଏବଂ ବହୁତ ଖୁସି ହେବେ । କିଛି ଏମିତି କରନ୍ତୁ ଯାହା ସମସ୍ତଙ୍କୁ ଖୁସି କରିବ ଏବଂ ପରସ୍ପର ନିକଟତର ହୋଇ ପାରିବେ ।|

ଧନୁ

ଯଦି ଆପଣଙ୍କର ନିକଟବର୍ତ୍ତୀ ସମ୍ପର୍କୀୟଙ୍କ ସାଙ୍ଗରେ କୌଣସି ମତଭେଦ ଅଛି ତାହା ସୁସମ୍ପର୍କରେ ପରିଣତ ହେବା ଆପଣ ଦେଖିବାକୁ ପାଇବେ । ଏହି ସୁସମ୍ପର୍କ ଦୁଇ ପକ୍ଷର ଚ଼େଷ୍ଟାର ପରିଣାମ ସୂରୂପ ହେବ ।|

ମକର

ଆଜି ଆପଣଙ୍କ ଜୀବନରେ ଗତିପଥ ସମାନ୍ ନୁହେଁ । ଏମିତି ଲାଗୁଛି ଯେପରି ଆପଣଙ୍କର ଆଖପାଖର ପରିସ୍ଥିତି ଖରାପ ଆଡ଼କୁ ଗତିକରୁଛି । ଆପଣଙ୍କ କାର୍ଯ୍ୟସ୍ଥଳରେ କିଛି ଅଦରକାରୀ ପରିବର୍ତ୍ତନ ହୋଇପାରେ ।|

କୁମ୍ଭ

ଆଜି ସାହିତ୍ୟ ପଢ଼ିଲେ ଆପଣଙ୍କୁ ବହୁତ ଲାଭ ମିଳିବ । ବୋଧହୁଏ ଆପଣଙ୍କୁ ଏମିତି ଲାଗିବ ଯେ ଆପଣ ଯାହା ପଢ଼ିଛନ୍ତି ସେହି ପାଠ ଆପଣଙ୍କ ବ୍ୟକ୍ତିଗତ ଉନ୍ନତିରେ ସହାୟକ ହେବ ।|

ମୀନ

ଖାସକରିକି ସତ୍ତାଧାରୀ ଲୋକମାନଙ୍କ ସାଙ୍ଗରେ ଯୁକ୍ତି ନକରିଲେ ଭଲ ହେବ । ଖାସକରି ଯଦି ଆପଣ ତାଙ୍କଠାରୁ କିଛି କାମ ବାହାରକରିବାକୁ ଚ଼ାହୁଁଛନ୍ତି , ସରକାରୀ ସମ୍ବନ୍ଧ କାର୍ଯ୍ୟ ଗୁଡ଼ିକୁ କରାଇବା ପାଇଁ ଆପଣଙ୍କୁ ଟିକେ ଧର୍ଯ୍ୟ ସହିତ କାମ କରିବାକୁ ହେବ ।|

Share Your Views In Comments Below

comments