ମେଷ
ଖରାପ ସମୟରେ ଆଜି ଆପଣ ଗତିକରିବେ କିନ୍ତୁ ବ୍ୟସ୍ତ ହୁଅନ୍ତୁ ନାହିଁ । ଆପଣଙ୍କର ବିଜୟ ସୁନିଶ୍ଚିତ । ଆଜି ଯେତେ ସମସ୍ୟା ଆସିଲେ ସୁଧା ଆପଣ ସବୁ ସମସ୍ୟାର ସମାଧାନ ପାଇଁ ପ୍ରସ୍ତୁତ ଅଛନ୍ତି ।
ବୃଷ
ଏହିସମୟରେ ଆପଣଙ୍କୁ କିଛି ବଦଳାଇବାକୁ ପଡ଼ିବ ଯାହା ପାଇଁ ଆପଣ କିଛି ଚ଼ିନ୍ତାରେ ରହିବେ, କିନ୍ତୁ ମନେରଖନ୍ତୁ ଏହି ପରିବର୍ତ୍ତନ ଆପଣଙ୍କ ପାଇଁ କିଛି ନୂଆ ସୁଯୋଗ ଆଣିଦେବ ଏବଂ ଆପଣଙ୍କର ଚ଼ିନ୍ତାଧାରାକୁ ବଢ଼ାଇବାରେ ସହାୟକ ହେବ ।
ମିଥୁନ
ଆଜି ଆପଣ ବହୁତ ବଡ଼ ସ୍ୱପ୍ନ ଦେଖିବେ ,ଆପଣଙ୍କ ଜୀବନରେ କଣ କରିବାକୁ ହେବ । ଆଜି ଆପଣ ଜୀବନେର ଥିବା ସବୁ କାର୍ଯ୍ୟର ତାଲିକା ପ୍ରସ୍ତୁତ କରନ୍ତୁ । ଏହି ଦିଗରେ କରାଯାଇଥିବା ପ୍ରୟାସ ବହୁତ ଲାଭ ଦାୟକ ହେବ ।
କର୍କଟ
ଆଜି ଆପଣ କୌଣସି ନୂଆ କାର୍ଯ୍ୟ କରିବେ । କିଛି ନୂଆ ଖେଳ ଖେଳିବାକୁ କିମ୍ବା କୌଣସି ନୂତନ କାର୍ଯ୍ୟ କରିବାକୁ ଆପଣଙ୍କର ପ୍ରବଳ ଆଗ୍ରହ ହେବ । ଆଜି ଆପଣ ନିଷ୍ପତ୍ତି ନେବେ ଯେ ଯେଉଁ କାମ ଆପଣ କରିବେ ତାହା କିପରି କରିବେ ।
ସିଂହ
ଆଜି ଆପଣ ନିଜ ଜୀବନ ବିଷୟରେ ଗମ୍ଭୀର ହୋଇଯିବେ । ଆପଣ ସବୁବେଳେ ନିଜକୁ ଅଡ଼ୁଆ ପରିସ୍ଥିତିରେ ଦେଖୁଛନ୍ତି, କିନ୍ତୁ ଆପଣ ଜାଣିପାରୁନାହାନ୍ତି ଆପଣ ଜୀବନରେ କଣ କରିବାକୁ ଚ଼ାହାନ୍ତି ।
କନ୍ୟା
ଆଜି ଆପଣ ଆଶ୍ଚର୍ଯ୍ୟ ହେବେ ,ବହୁଦିନର ସମସ୍ୟାର ସମାଧାନ ଆପଣ କରିଦେଲେ ଯାହା ଆପଣ ବହୁ ଦିନରୁ କରିପାରୁ ନଥିଲେ । ଏହି ସମସ୍ୟା ଆପଣଙ୍କର ପ୍ରିୟଜନ ମାନଙ୍କ ମଧ୍ୟରେ ଚ଼ାଲିଥିଲା ।
ତୁଳା
ଆଜିର ଦିନ ଆତ୍ମନିର୍ଭରତାର ଦିନ ଅଟେ । ମନେରଖନ୍ତୁ ନିଜର ସବୁ ଗୁରୁତ୍ତ୍ୱପୂର୍ଣ୍ଣ କାର୍ଯ୍ୟ ନିଜେ ସମାପନ କରନ୍ତୁ । ଯଦି ଏହି କାର୍ଯ୍ୟ ପାଇଁ ଆପଣ ଆଉ କାହା ଉପରେ ନିର୍ଭର କରିବେ ତାହାହେଲେ ଆପଣ ନିରାଶ ହେବେ ।
ବିଛା
ଆଜି ଆପଣ କୌଣସି ନୂଆ କାମ କରିବାରେ ମନ ଦେବେ ।ଏହି କାମ ଚ଼େସ ଖେଳ ଠାରୁ ନେଇ ଆକାଶରେ ଉଡ଼ିବା ପର୍ଯ୍ୟନ୍ତ ହୋଇପାରେ । ଏହି ସମୟ ନିଜ ଜୀବନ ଶୈଳିରେ ପରିବର୍ତ୍ତନ ଆଣିବାର ଏବଂ କିଛି ମଜ୍ଜା କରିବାର ଅଟେ ।
ଧନୁ
ଧ୍ୟାନ ରଖନ୍ତୁ କୌଣସି ଗୁରୁତ୍ତ୍ୱପୂର୍ଣ୍ଣ କାର୍ଯ୍ୟ ପାଇଁ ଆଉ କାହା ଉପରେ ନିର୍ଭର କରନ୍ତୁ ନାହିଁ । ଏହି କାମ ନିଜେ କରନ୍ତୁ ,ଅନ୍ୟଥା ପରିଣାମ ନିରାଶରେ ପରିଣତ ହେବ ।
ମକର
ଆଜି ଆପଣଙ୍କର ବହୁଦିନର ସମସ୍ୟାର ସମାଧାନ ହୋଇଯିବ । ଏହି ସମସ୍ୟା ବହୁଦିନ ପର୍ଯ୍ୟନ୍ତ ଲାଗି ରହିବାର କାରଣ ଏହି ସମସ୍ୟା ସହିତ ଜଡ଼ିତ ବ୍ୟକ୍ତି ମାନଙ୍କର ଚ଼ିନ୍ତା ଧାରାରେ ଏକତା ନ ରହିବା, ଯାହା ହେଉ ଆପଣ ମଜ୍ଜା କରିପାରନ୍ତି ।
କୁମ୍ଭ
ଆଜି ଆପଣ ନିତିଦିନ କାର୍ଯ୍ୟକ୍ରମରେ କିଛି ନୂତନତା ଆଣିବାକୁ ଚ଼େଷ୍ଟା କରିବେ । ଆପଣ ସେହି କାର୍ଯ୍ୟ କରନ୍ତୁ ଯାହା ଆପଣଙ୍କର ବହୁତ ଦିନରୁ କରିବାର ଇଚ୍ଛାଥିଲା ।
ମୀନ
ଆଜି ଆପଣଙ୍କର ଜୀବନ ଶୈଳୀରେ ପରିବର୍ତ୍ତନ ହେବ । ସବୁବେଳେ କାମରେ ବ୍ୟସ୍ତ ନରହି ମିତ୍ର ମାନଙ୍କ ସହିତ ବୁଲିବାକୁ ଯାଆନ୍ତୁ । ପୁରୁଣା ଚ଼ିନ୍ତା ଧାରା ଛାଡ଼ି ନୂଆ ଚ଼ିନ୍ତା ଧାରା ସହିତ ଜୀବନ କଟାନ୍ତୁ ।