ମେଷ
ଆଜି ବୋଧେ ଆପଣ କୌଣସି ନୁଆ ସମ୍ପର୍କ ସ୍ଥାପନ କରିପାରନ୍ତି । ଆପଣଙ୍କର ଏହି ନୁଆ ବନ୍ଧୁ ଆପଣଙ୍କର ଖରାପ ସମୟରେ ମଧ୍ୟ ଆପଣଙ୍କ ସାଙ୍ଗରେ ରହିବ । ଆପଣ ଆଜି ଅନୁଭବ କରିବେ ଯେ ଆପଣ କେତେ ସୌଭାଗ୍ୟଶାଳି ଯେ ଆପଣଙ୍କୁ ଏହି ଭଳି ମିତ୍ର ମିଳିଛନ୍ତି ।
ବୃଷ
ଆଜିର ଦିନ ଆପଣଙ୍କ ପାଇଁ ଖୁସି ଏବଂ ଶାନ୍ତି ଆଣିଦେବ ।ନିଜ ପ୍ରିୟଜନଙ୍କୁ ଦେଖା କରିବାକୁ ଆପଣଙ୍କର ମନ ହେବ । ଏହି ସମୟର ପୁରା ଲାଭ ଉଠାନ୍ତୁ, ବୁଲିବାକୁ ଯାଆନ୍ତୁ ଏବଂ ନିଜର ସବୁ ଚ଼ିନ୍ତାକୁ ଭୁଲିଯାଆନ୍ତୁ ।
ମିଥୁନ
astroyogi.com (ଅସ୍ତ୍ରୟୋଗୀ) ବୋଧହୁଏ ଏହି ବୟସ ସାଙ୍ଗରେ ଚ଼ାଲିବାର ସମୟ ଅଟେ । ସାଙ୍ଗମାନେ ଆସନ୍ତି ଚ଼ାଲିଯାଆନ୍ତି କିନ୍ତୁ ଏହି ସାଙ୍ଗ ଆପଣଙ୍କ ସବୁ ଦୁଃଖ ସୁଖର ସାଥି ହେବ ।
କର୍କଟ
ଆଜି ନିଜ ଲୋକମାନଙ୍କ ସହିତ ମିସିବାର ସମ୍ଭାବନା ହୋଇପାରେ । ଏହା ଆପଣଙ୍କୁ ହଠାତ୍ ଖୁସି ଆଣିଦେବ ଆପଣଙ୍କର ପୁରୁଣା ବନ୍ଧୁ ଆପଣଙ୍କର ହୃଦୟର ବହୁତ ନିକଟତର ଅଟନ୍ତି ।
ସିଂହ
ଆଜି ଆପଣଙ୍କୁ ଆପଣଙ୍କର କୌଣସି ବନ୍ଧୁ ସାହାଯ୍ୟ ମାଗି ପାରନ୍ତି ।ଏହି ବନ୍ଧୁଙ୍କୁ ବୋଧହୁଏ ଆପଣଙ୍କ ସାହାଯ୍ୟର ଆବଶ୍ୟକତା ଅଛି । ତାହା ସହିତ ଆପଣ ବନ୍ଧୁତ୍ୱ ପୂର୍ଣ୍ଣ ବ୍ୟବହାର କରନ୍ତୁ ଏବଂ ତାଙ୍କ ଭଲ ପାଇଁ ଆପଣ ସବୁପ୍ରକାର ଚ଼େଷ୍ଟା କରନ୍ତୁ ।
କନ୍ଯା
ଆପଣଙ୍କ ବ୍ୟବହାରକୁ ସମସ୍ତେ ପ୍ରଶଂସା କରିବେ । ଆଜି ଆପଣଙ୍କର ମିତ୍ରତା ଆପଣଙ୍କ ମିତ୍ର ପାଇଁ ବହୁତ ଲାଭଦାୟକ ହେବ ଏବଂ ଭବିଷ୍ୟତରେ ସେମାନେ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ପ୍ରସ୍ତୁତ ହେବେ ।
ତୁଳା
astroyogi.com (ଅସ୍ତ୍ରୟୋଗୀ) ଆଜି ଆପଣ ହଠାତ୍ କୌଣସି ପୁରୁଣା ବନ୍ଧୁଙ୍କ ସହିତ ଭେଟ ହେବ ଯାହାଦ୍ୱାରା ଆପଣ ବହୁତ ଖୁସି ହେବେ । ଆଜି ଆପଣ ପୁରୁଣା ବନ୍ଧୁଙ୍କ ସହିତ ପୁରୁଣା ସ୍ମୃତି ସବୁମନେ ପକାଇପାରନ୍ତି ।
ଧନୁ
ନିକଟରେ ହୋଇଥିବା ସମସ୍ୟା ବଢ଼ୁଥିବା ଯୋଗୁଁ ଏବେ ଆପଣ ବନ୍ଧୁ ଏବଂ ପରିବାରର ସଦସ୍ୟଙ୍କ ସହିତ ସମୟ କଟାଇଲେ ତାହା ଦୂର ହୋଇଯିବ । ମାନସିକ ଶାନ୍ତି ପାଇଁ ଆଜି ଆପଣ ବାହାରକୁ ଯାଇ ପାରନ୍ତି ।
ବିଛା
ଆଜି ହଠାତ୍ ଆପଣଙ୍କର କୌଣସି ବନ୍ଧୁ ଫୋନ୍ କିମ୍ବା ଇମେଲ କରିପାରନ୍ତି । ଏହି ବନ୍ଧୁ ବୋଧହୁଏ ଆପଣଙ୍କ ଘରେ କିଛି ଦିନ ରହିବାକୁ ଆସିପାରନ୍ତି । ଆପଣ ତାଙ୍କର ଆତିଥ୍ୟ ଚ଼ର୍ଚ୍ଚା ପାଇଁ ପ୍ରସ୍ତୁତ ହୋଇ ରୁହନ୍ତୁ ।
ମକର
ଆପଣଙ୍କର କୌଣସି ପ୍ରିୟଜନ ସହିତ ସମ୍ପର୍କ ଖରାପ ହୋଇଯାଇଛି । ଏହି ସମୟ ଆପଣ ନିଜ କ୍ରୋଧକୁ ଆୟତ୍ତରେ ରଖିବାର ସମୟ ଅଟେ । ଆପଣ ଏହି ସମୟରେ ପୁରୁଣା ମିଠାସ୍ମୃତିକୁ ମନେପକାଇ ପରଷ୍ପରକୁ ଗୁରୁତ୍ତ୍ୱ ଦେବା ଉଚ଼ିତ୍ ହେବ ।
ମୀନ
ଆଜି ବୋଧହୁଏ ଆପଣଙ୍କୁ କୌଣସି ମିତ୍ର କିମ୍ବା ସହଯୋଗୀଙ୍କର ସାହାଯ୍ୟ ମିଳିବ ନାହିଁ । ଏଥିପାଇଁ ଆପଣ ନିରାଶ ହୋଇପଡ଼ିବେ କିନ୍ତୁ ମନେ ରଖନ୍ତୁ ଆପଣଙ୍କର ସବୁ କଥାରେ ଏକ ସୀମା ମଧ୍ୟ ରହିଛି ।
କୁମ୍ଭ
ଆଜି ଆପଣ ପରିବାରର ଲୋକଙ୍କୁ ଏବଂ ବନ୍ଧୁ ମାନଙ୍କୁ ସେମାନଙ୍କର ସାହାଯ୍ୟ ପାଇଁ ପ୍ରଶଂସା କରିବେ । ସେମାନଙ୍କୁ ସେମାନଙ୍କର ସାହାଯ୍ୟ ପାଇଁ ଧନ୍ୟବାଦ ଅବସ୍ୟ ଦିଅନ୍ତୁ । ଏହା ଆପଣଙ୍କର ସମ୍ପର୍କ ଏବଂ ଶରୀର ପାଇଁ ଲାଭଦାୟକ ହେବ ।