ଆଜିର ରାଶିଫଳ; 13 ନଭେମ୍ବର 2020 ଗୁରୁବାର : କେମିତି କଟିବ ଆଜିର ଦିନ

ମେଷ

ବନ୍ଧୁବାନ୍ଧବ କିମ୍ବା ପରିବାରସହ ଆଜି ଦିନରେ ଯାତ୍ରାଟି ଉପଭୋଗ ହେବ । ଏହି ଭ୍ରମଣ ଅତ୍ୟନ୍ତ ସୁଖ ଦାୟକ ହେବ ଏବଂ ଯାତ୍ରାରୁ ଫେରିବା ପରେ ଘଟଣା ଗୁଡିକ ଅନ୍ୟମାନଙ୍କୁ ମଧ୍ୟ ଆନନ୍ଦିତ କରିବ ।|

ବୃଷ

ଆଜି ନିଜର ଧ୍ୟାନ ଏଠି ସେଠି ନ ଲଗେଇ ନିଜ କାର୍ଯ୍ୟରେ ମନୋନିବେଶ କରନ୍ତୁ । ଆପଣ ହୁଏତ ଏହି ସମୟ ଏକ ସମାରୋହ ଚାହାଁନ୍ତି । କିନ୍ତୁ ନିଜ ପରିବାର ସହ ସମୟ ବିତାନ୍ତୁ ଏବଂ ସେମାନଙ୍କ ସମସ୍ୟା ଉପରେ ଧ୍ୟାନ ଦିଅନ୍ତୁ ।|

ମିଥୁନ

ଆଜି ଆପଣଙ୍କର ଆତ୍ମତ୍ଜ୍ଞାନ ଅଧିକ ପରିମାଣରେ ଆଧ୍ୟାତ୍ମିକ ଦିଗରେ ରହିବ । ଆପଣ ନିଜ ଜୀବନରେ ଧର୍ମର ମହତ୍ତ୍ୱକୁ ଜାଣିପାରିବେ । ଆଜି ଆପଣ ଆତ୍ମ ବିଶ୍ଳେଷଣ କରିବେ ଏବଂ ଏଥିପାଇଁ ଏହା ନିଶ୍ଚୟ ସଠିକ ସମୟ ।|

କର୍କଟ

ନିଜର ଉଚ୍ଚଅଧିକାରୀ ଏବଂ ସହକର୍ମୀମାନଙ୍କ ସହ କଳି ନ କରିବାକୁ ଚ଼େଷ୍ଟା କରନ୍ତୁ । ଆପଣ ନୀରବ ରହିବା ଭଲ । ଆପଣ ଆଜି ଖୁସି ହେବେ ଯେତେବେଳେ ଆପଣ ଦେଖିବେଯେ ଆପଣ ଶାନ୍ତ ରହିବା ଦ୍ୱାରା ସବୁ କଥା ସ୍ୱାଭାବିକ ହୋଇଯାଇଛି ।|

ସିଂହ

ଆଜି ଆପଣ ନିଜର ଖରାପ ବ୍ୟବହାରକୁ ଛାଡ଼ି ଭଲ ବ୍ୟବହାରକୁ ସ୍ୱୀକାର କରିବା ଉଚ଼ିତ୍ । ଆଜି ଆପଣ ନିଜ ସମ୍ପର୍କ ଉପରେ ମଧ୍ୟ ନଜର ରଖିବେ ଏବଂ ତାଙ୍କୁ ଆହୁରୀ ଉଚ୍ଚାରେ ପହଁଞ୍ଚାଇବାକୁ ଭାବିବେ । ଆଜିର ଦିନ ଆତ୍ମବିଶ୍ୱାସତାର ଦିନ ଅଟେ ।|

କନ୍ୟା

ଆଜି ଆପଣଙ୍କର କରିବାର ଲୋକଙ୍କ ପାଇଁ ଖୁସିର ଦିନ ଅଟେ କାରଣ ଆପଣ ଆଜି ସେମାନଙ୍କ ସହିତ ସମୟ କଟାଇବେ । କରିବାରର ସମସ୍ତେ ଏକ ହେବାର ଏବେ ସମୟ ଅଟେ । ବୋଧହୁଏ ଆପଣ ପାହାରକୁ ବୁଲିବାକୁ କିମ୍ବା ଚ଼ଳଚ୍ଚିତ୍ର ଦେଖିବାକୁ ଯାଇପାରନ୍ତି ।|

ତୁଳା

ଆଜି ଆପଣ କୌଣସି ପ୍ରକାର ମନୋରଞ୍ଜନ କରିବାକୁ ଚ଼ାହୁଁଛନ୍ତି, କିନ୍ତୁ କାର୍ଯ୍ୟଭାର ଆପଣଙ୍କର ରାସ୍ତାରେ ବାଧା ହୋଇଛି ଆପଣଙ୍କୁ ଏ ଦୁଇଟି ମଧ୍ୟରେ ସନ୍ତୁଳନ ରକ୍ଷା କରିବା ଜରୁରୀ ।|

ବିଛା

ଆଜି ଆପଣଙ୍କ ଘରେ ଶାନ୍ତିର ବାତାବରଣ ରହିବ, ନିଜର ଘରୋଇ ଜୀବନକୁ ବଦଳାଇବାରେ ବହୁତ ବଡ଼ ଯୋଗଦାନ ଦେଇଛନ୍ତି । ଆଜି ଆପଣଙ୍କୁ ନିଜର ଚ଼େଷ୍ଟାର ଫଳ ମିଳିବ ଯେଉଁଥିରେ କି ଆପଣଙ୍କର ଜୀବନ ହିଁ ବଦଳିଯିବ ।|

ଧନୁ

ଆଜି ଆପଣଙ୍କର ଦିନ ଶାନ୍ତିରେ କଟିବ । ଦୁନିଆର ଅଶାନ୍ତି ବାତାବରଣ ଆପଣଙ୍କୁ ବ୍ୟସ୍ତ କରିପାରିବ ନାହିଁ । ଆଜି ଆପଣ ନିଜ ମସ୍ତିଷ୍କକୁ କିଛି ସମୟ ବିଶ୍ରାମ ଦେଲେ ଭଲ ହେବ ।|

ମକର

ଆଜି ଆପଣଙ୍କୁ ଖୁବ୍ ମାନ, ଯଶ ମିଳିବ । ଆଜି ଆପଣ ଯେଉଁ ସ୍ଥିତିରେ ଅଛନ୍ତି , ଏସବୁ କେବଳ ଆପଣଙ୍କ ସ୍ପଷ୍ଟତା ଏବଂ ଭଲ ସଂମ୍ପ୍ରେଷଣ କଳା ଯୋଗୁଁ ସମ୍ଭବ ।|

କୁମ୍ଭ

ଆଜି ଆପଣ ବହୁତ ବଡ଼ ସ୍ୱପ୍ନ ଦେଖିବେ ,ଆପଣଙ୍କ ଜୀବନରେ କଣ କରିବାକୁ ହେବ । ଆଜି ଆପଣ ଜୀବନେର ଥିବା ସବୁ କାର୍ଯ୍ୟର ତାଲିକା ପ୍ରସ୍ତୁତ କରନ୍ତୁ । ଏହି ଦିଗରେ କରାଯାଇଥିବା ପ୍ରୟାସ ବହୁତ ଲାଭ ଦାୟକ ହେବ ।|

ମୀନ

ଆଜି ଆପଣଙ୍କର ଭ୍ରମଣ କରିବା ସମ୍ଭାବନା ଅଛି । କୌଣସି ଏକ ଧର୍ମପୀଠ,ସାଂସ୍କୃତିକ କିମ୍ବା ଐତିହାସିକ ଗୁରୁତ୍ତ୍ୱପୂର୍ଣ୍ଣ ସ୍ଥାନ ବୁଲିବାକୁ ଯାଇପାରନ୍ତି । ଏହା ଏକ କମ୍ ସମୟର ଯାତ୍ରା ହୋଇପାରେ କିନ୍ତୁ ଆପଣଙ୍କ ଜୀବନରେ ଏହା ଗୁରୁତ୍ତ୍ୱପୂର୍ଣ୍ଣ ହେବ ।|

Share Your Views In Comments Below

comments