ମେଷ
ଆଜି ଆପଣ ବହୁତ ସନ୍ତୁଷ୍ଟ ଅନୁଭବ କରିବେ ଏବଂ ନିଜ ବନ୍ଧୁମାନଙ୍କ ସହ ବାହାରକୁ ଯିବା ପାଇଁ ଚ଼ାହିଁବେ । ଭଲଭାବେ ପ୍ରସ୍ତୁତ ହୋଇ ନିଜ ବନ୍ଧୁମାନଙ୍କ ସହ ବାହାରକୁ ଯାଆନ୍ତୁ ଏବଂ ଖୁବ୍ ମଜ୍ଜା କରନ୍ତୁ ।|
ବୃଷ
ବର୍ତ୍ତମାନ ବୋଧହୁଏ ଆପଣ କୌଣସି କଠିନ କାମ କରୁଛନ୍ତି ।ଭଲ ଭାବରେ ବୁଝିବିଚ଼ାରି କାମ କରନ୍ତୁ ଏବଂ ନିଜର ବିଚ଼ାରକୁ ଷ୍ପଷ୍ଟ ଭାବରେ ଉପସ୍ଥାପନ କରନ୍ତୁ । ବ୍ୟସ୍ତ ହୋଇ କୌଣସି ଭୂଲ୍ କରନ୍ତୁ ନାହିଁ ।|
ମିଥୁନ
ଆପଣ ମଧ୍ୟ ଫଳା ଫଳରେ ଆଶ୍ଚର୍ଯ୍ୟ ହୋଇପାରନ୍ତି ଏବଂ ନିଜ ଆଶାଠାରୁ ଅଧିକ ନମ୍ବର ପାଇ ପାରନ୍ତି କିମ୍ବା ନାମ ଲେଖା ପାଇଁ ଆଶା ନଥିବା ବିଷୟରେ ନାମ ଲେଖା ପାଇଁ ଅନୁମତି ମିଳିପାରେ , ଏଥିରେ ଆପଣ ଖୁସି ମନାନ୍ତୁ ।|
କର୍କଟ
ଆଜି ଆପଣଙ୍କୁ ନିଜ ଘରେ ପୂର୍ଣ୍ଣ ଦିନ ବିତାଇଲେ ଆଜି ଆପଣ ନିଜ ପରିବାରର ସୁନ୍ଦରତାକୁ ଚିହ୍ନି ପାରିବେ । ତାଙ୍କ ଦ୍ୱାରା ମିଲିଥିବା ସହଯୋଗ ଆପଣଙ୍କ ମନକୁ ସ୍ପର୍ଶ କରିବ ।|
ସିଂହ
ଆଜି ଆପଣ ନିଜ ଉପରେ କାର୍ଯ୍ୟ ବୋଧ ବଢ଼ି ଯାଇଛି ବୋଲି ଅନୁଭବ କରିବେ । ଏହି ଚ଼ିନ୍ତା ଘର ଏବଂ କାର୍ଯ୍ୟ ସହ ସମ୍ବନ୍ଧିତ ହୋଇଥାଇପାରେ । ଆଜି ଆପଣ ଶାନ୍ତ ରହି ନିଜର କାର୍ଯ୍ୟ ସମ୍ପାଦନ କରନ୍ତୁ ।|
କନ୍ୟା
ବିଶେଷ ଭ୍ରମଣ କରିବା ସୁଯୋଗ ଆସିପାରେ । ନିଜ କାର୍ଯ୍ୟ ଜନିତ ଭ୍ରମଣ ହୋଇପାରେ ,ପାସପୋର୍ଟ ଯୋଗାଡ କରି ରଖନ୍ତୁ । ଆପଣଙ୍କର ସମସ୍ତ କାଗଜପତ୍ର ଠିକ ରହିଛିକି ନାହିଁ ,ଯାଞ୍ଚ କରନ୍ତୁ ।|
ତୁଳା
ଆପଣଙ୍କ ସଂପ୍ରେଷଣ କଳା ଏବଂ ଦୃଢ଼ ନିଶ୍ଚୟ ଯୋଗୁଁ ଆପଣ ବହୁ ସମସ୍ୟାକୁ ସମାଧାନ କରିବେ । ଯେତେବେଳେ ଆପଣ ସଫଳତା ପାଇବେ, ସେତେବେଳେ ଏଗୁଡ଼ିକର ଆପଣଙ୍କ ଜୀବନରେ କେତେ ମହତ୍ତ୍ୱ ବୁଝିପାରିବେ ।|
ବିଛା
ଆଜିର ଦିନ ନୂଆ ବନ୍ଧୁଟିଏ କରିବାର ଦିନ ଅଟେ । ଆଜିର ଦିନଟି ବ୍ୟବସାୟିକ ଦୃଷ୍ଟିରୁ ଏବଂ ସାମାଜିକ ଦୃଷ୍ଟିରୁ ସମ୍ପର୍କ ତିଆରି କରିବା ଦିନ ଅଟେ । କୌଣସି ସାମାଜିକ ଅନୁଷ୍ଠାନରେ ଆପଣ କିଛି ନୂଆ ଲୋକଙ୍କକ ସହିତ ସମ୍ପର୍କ ସ୍ଥାପନ ମଧ୍ୟ କରି ପାରନ୍ତି ।|
ଧନୁ
ପରିବାର ବର୍ଗସହ ଭ୍ରମଣ କରିବା ସୁଯୋଗ ସୂଚନା ମିଳେ । ବିଶେଷ ଯାତ୍ରା ସୁଯୋଗ ବଢିଲେ ଆଶ୍ଚର୍ଯ୍ୟ ହବାର ନାହିଁ ,ତେଣୁ ଯଦି ପାସପୋର୍ଟ ବ୍ୟବସ୍ଥା କରିନାହାଁନ୍ତି ,ସେଥିପାଇଁ ଆବେଦନ କରିପାରନ୍ତି ।|
ମକର
ଆଜି ଆପଣଙ୍କୁ ନିଜ କାର୍ଯ୍ୟାଳୟ କିମ୍ବା ଘରେ କିଛି ଚ଼ିନ୍ତା ଅନୁଭବ ହୋଇପାରେ । ସମ୍ଭାବନା ଯେ ଆପଣଙ୍କର ଆଖପାଖ ଲୋକ ରାଗରେ ରହିପାରନ୍ତି ,ଯାହାର ପ୍ରଭାବ ଆପଣଙ୍କର ମୁଡ଼୍ ଉପରେ ମଧ୍ୟ ପଡ଼ିପାରେ ।|
କୁମ୍ଭ
ସପ୍ତାହରୁ ଚ଼ାଲି ଆସୁଥିବା ଯୁକ୍ତି ଏବଂ ଚ଼ିନ୍ତାରୁ ଆପଣ ନିଜେ କ୍ଳାନ୍ତ ଅନୁଭବ କରୁଥିବେ । ବେଶୀ ଚ଼ିନ୍ତା କରନ୍ତୁ ନାହିଁ ଏବଂ କଳିରୁ ବଞ୍ଚିବାକୁ ଚ଼େଷ୍ଟା କରନ୍ତୁ । ନିଜ ବନ୍ଧୁ ଏବଂ ପରିବାରରେ ଭଲ ବ୍ୟବହାର କରନ୍ତୁ ।|
ମୀନ
ଆଜି ଦିନରେ ଆପଣଙ୍କର ମାନସିକ ଦୁଶ୍ଚିନ୍ତା ଅଧିକ ହେଇପାରେ । ପରିବାର ସଦଶ୍ୟ ମାନଙ୍କ ସହ ସମୟ ବିତାଇ ପାରନ୍ତି । ସାମୟିକ ନିରାପତ୍ତାର ଅଭାବ ଅନୁଭବ କରିବେ । କିନ୍ତୁ ଏହା ଖୁବ୍ ଶିଘ୍ର ଦୂର ହୋଇଯିବ ।|