ଆଜିର ରାଶିଫଳ; 27 ସେପ୍ଟେମ୍ବର 2020 ରବିବାର : କେମିତି କଟିବ ଆଜିର ଦିନ

ମେଷ

ଆଜି ଆପଣଙ୍କ ଧ୍ୟାନ କେବଳ ମଉଜ ମସ୍ତି ଆଡ଼କୁ ହିଁ ରହିବ । ଆଜି ଆପଣ ସବୁ କିଛି ଭୁଲିଯାଇ ଖୁବ୍ ନାଚ଼ନ୍ତୁ ,ନଚ଼େତ୍ କୌଣସି ସମାରୋହ କରନ୍ତୁ । ସେଠାକୁ ସଭିଙ୍କୁ ନିମନ୍ତ୍ରଣ କରନ୍ତୁ । ଆଜି ଆପଣ ଯାହା କିଛି କରୁଛନ୍ତି ପୂର୍ଣ୍ଣ ମନରେ କରନ୍ତୁ ।

ବୃଷ

ଆଜି ଆପଣଙ୍କ ଚ଼ିରାଚ଼ରିତ ଦିନଚ଼ର୍ଯ୍ୟା ବଦଳି ଯିବ । ଏହା ବୋଧହୁଏ ଆପଣଙ୍କ ଘରେ ବିବାହ ସମାରୋହ କାରଣରୁ ହେବ ।|

ମିଥୁନ

ଆଜି ଆପଣଙ୍କ ମନ ଓ ମସ୍ତିସ୍କ ଖୁବ୍ ମଜ୍ଜାରେ ରହିବ । ଆପଣଙ୍କ ମନ କାମରେ ବିଲକୁଲ ଲାଗିବନି ହୁଏତ ଆପଣ ନିଜ ଦାୟୀତ୍ତ୍ୱମାନ ମଧ୍ୟ ଉତ୍ତମ ରୁପେ ତୁଲାଇ ପାରିବେନି ।|

କର୍କଚ

ଆଜି ଆପଣ ଭାବିବେ ଯେ ଘର ଏବଂ କାର୍ଯ୍ୟାଳୟର କାର୍ଯ୍ୟରୁ ନିବୃତ ରହି ପ୍ରକୃତିର ଆନନ୍ଦ ଅନୁଭବ କରିବାପାଇଁ । ଆପଣ ନିଜର ମନୋମାଳିନ୍ୟ ସବୁ ପାଶୋରି ଦେଇ ନିଜ ମନକୁ ଶାନ୍ତ କରିବାପାଇଁ ଚାହୁଁଛନ୍ତି ।|

ସିଂହ

ଆଜି ଆପଣଙ୍କର ବାହାରକୁ ଯାଇ ଲୋକମାନଙ୍କ ସହ ସାକ୍ଷାତ କରିବାପାଇଁ ଇଛାହେବ । ଆଜି ଆପଣ ଦ୍ୱିଧାରେ ଅଛନ୍ତି । ଆପଣ ନିଜ ବନ୍ଧୁଙ୍କ ସହ ବାହାରକୁ ବୁଲିବା ପାଇଁ ଯାଆନ୍ତୁ ।|

କନ୍ୟା

ଆଜି ଆପଣ ନିଜ ବନ୍ଧୁମାନଙ୍କ ସହ ନାଚ ଗୀତରେ ବ୍ୟସ୍ତରହିବେ । ଆଜି ଆପଣଙ୍କ ବନ୍ଧୁ ଆପଣଙ୍କ ଘରକୁ ଯାଇପାରନ୍ତି ।ଆପଣ ତାଙ୍କୁ ସ୍ୱାଗତ କରନ୍ତୁ । ସେମାନଙ୍କ ସହ ସାକ୍ଷାତ ପରେ ଆପଣଙ୍କ ମତାନ୍ତର ଶେଷ ହୋଇଯିବ ।|

ତୁଳା

ଆଜି ଆପଣ ସାମାଜିକ କାର୍ଯ୍ୟରେ ବ୍ୟସ୍ତ ରହିବେ । ଆପଣ ହୁଏତ ଆପଣଙ୍କର ପୁରୁଣା ବନ୍ଧୁମାନଙ୍କୁ ମନେ ପକାଉଛନ୍ତି । ସେମାନଙ୍କ ସହ ସାକ୍ଷାତ ପରେ ଆପଣ ବହୁତ ଖୁସିହେବେ ।|

ବିଛା

ଆଜି ଆପଣ ନିଜକୁ କୁସଙ୍ଗରେ ପାଇବେ, ଯଦ୍ୱାରା ଆପଣଙ୍କର ଭାବମୂର୍ତ୍ତି ନଷ୍ଟ ହୋଇପାରେ । ଏବେ ଆପଣ ସତର୍କହୋଇ ଚାଲନ୍ତୁ ,କାରଣ ମଣିଷ ତା.ର ସଂଗତିରୁ ହିଁ ଜଣାଯାଏ । କୁସଙ୍ଗ ଯୋଗରେ ଆପଣ କ୍ଷତି ସହି ପାରନ୍ତି ।|

ଧନୁ

ଆଜି ଆପଣ ନିଜକୁ ନିଜର କୌଣସି ସାମାଜିକ ସମସ୍ୟାରେ ଜଡ଼ିତ ପାଇବେ ।ଏଥିରୁ ମୁକୁଳିବା ପାଇଁ କୁଟନୀତିର ସାହାଯ୍ୟ ନିଅନ୍ତୁ । ଏହି ସମସ୍ୟା ଆପଣଙ୍କ ଦ୍ୱାରା ହୋଇନଥିଲେ ମଧ୍ୟ ଆପଣ ଜଡ଼ିତ ହୋଇଯାଇଛନ୍ତି ।|

ମକର

ଆଜି ନିଜର ଧ୍ୟାନ ଏଠି ସେଠି ନ ଲଗେଇ ନିଜ କାର୍ଯ୍ୟରେ ମନୋନିବେଶ କରନ୍ତୁ । ଆପଣ ହୁଏତ ଏହି ସମୟ ଏକ ସମାରୋହ ଚାହାଁନ୍ତି । କିନ୍ତୁ ନିଜ ପରିବାର ସହ ସମୟ ବିତାନ୍ତୁ ଏବଂ ସେମାନଙ୍କ ସମସ୍ୟା ଉପରେ ଧ୍ୟାନ ଦିଅନ୍ତୁ ।|

କୁମ୍ଭ

ଆଜି ଆପଣ ମାନସିକ ଶାନ୍ତି ପାଇବା ପାଇଁ ଚାହାଁନ୍ତି । ଶାନ୍ତି ଆପଣଙ୍କ ଭିତରେ ହିଁ ଅଛି । ଏହାକୁ ବାହାରେ ଖୋଜିବା ପରିବର୍ତ୍ତେ ନିଜ ଭିତରେ ଫଳାଫଳକୁ ଆପଣ ଖୋଜନ୍ତୁ । ଏହାର ଆରମ୍ଭ ଆପଣ ଯୋଗଠାରୁ କରନ୍ତୁ ।|

ମୀନ

ଆଜି ଆପଣ ନିଜକୁ ଠିକ ଭାବରେ ପରଖିବାକୁ ଚେଷ୍ଟା କରିବେ । ଆପଣ ନିଜର ମର୍ଯ୍ୟାଦାରେ ଧ୍ୟାନ ଦିଅନ୍ତୁ ।ଏହି ମାର୍ଗରେ ଚାଲନ୍ତୁ, କାରଣ ଏଥିରେ ଆପଣଙ୍କୁ ବହୁତ ଖୁସି ମିଳିବ । ଆପଣ କୌଣସି ପବିତ୍ର ସ୍ଥାନକୁ ଯାଇପାରନ୍ତି ।|

Share Your Views In Comments Below

comments