ଆଜିର ରାଶିଫଳ; 29 ସେପ୍ଟେମ୍ବର 2020 ମଙ୍ଗଳବାର : କେମିତି କଟିବ ଆଜିର ଦିନ

ମେଷ

ଆଜି ସାହିତ୍ୟ ପଢ଼ିଲେ ଆପଣଙ୍କୁ ବହୁତ ଲାଭ ମିଳିବ । ବୋଧହୁଏ ଆପଣଙ୍କୁ ଏମିତି ଲାଗିବ ଯେ ଆପଣ ଯାହା ପଢ଼ିଛନ୍ତି ସେହି ପାଠ ଆପଣଙ୍କ ବ୍ୟକ୍ତିଗତ ଉନ୍ନତିରେ ସହାୟକ ହେବ ।

ବୃଷ

ଆଜି ଅପଣଙ୍କ ପ୍ରିୟଜନ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିବେ ନିଜର ଚ଼େଷ୍ଟା ଏବଂ ସ୍ନେହ ବଳରେ ଆପଣଙ୍କ ଦିନକୁ ସେମାନେ ବହୁତ ସୁନ୍ଦର କରିଦେବେ । ଆପଣ ସେମାନଙ୍କ ସ୍ନେହ ପାଇଁ ବହୁତ ଖୁସି ହେବେ ଏବଂ ନିଜକୁ କୃତାର୍ଥ ମନେ କରିବେ ।|

ମିଥୁନ

ଆପଣଙ୍କ ପରିବାର ଆପଣଙ୍କ ପାଇଁ ସହାୟତାର ସ୍ରୋତ ହେବ । ସେମାନେ ଆପଣଙ୍କର ସବୁ ପ୍ରକାର ସାହାଯ୍ୟ କରିବାକୁ ପ୍ରସ୍ତୁତ ଅଟନ୍ତି ।ତେଣୁ ଆପଣ ସେମାନଙ୍କ କଥା ଶୁଣିବା ଉଚ଼ିତ୍ ।|

କର୍କଟ

ଆପଣଙ୍କ ପରିବାର ଲୋକଙ୍କ ସାଙ୍ଗରେ ଆପଣଙ୍କ ସମ୍ପର୍କ ବହୁତ ମଧୁର ଅଟେ । ନିଜର ସମ୍ପର୍କ ମଧୁର କରିବା ପାଇଁ ଆପଣ ବହୁତ ଚ଼େଷ୍ଟା କରିଛନ୍ତି, ଚ଼େଷ୍ଟା ଜାରି ରଖନ୍ତୁ ।|

ସିଂହ

ଆପଣଙ୍କ ପରିବାର ଲୋକଙ୍କ ପାଇଁ ଆଜି ଆପଣ ଖୁସି ଓ ଗର୍ବ ଅନୁଭବ କରିବେ । ଆଜି ଆପଣଙ୍କୁ କୌଣସି ପରିବାର ଲୋକଙ୍କ ସହିତ ଜଡ଼ିତ ଶୁଭ ସମାଚ଼ାର ଆପଣଙ୍କୁ ବହୁତ ଖୁସି ଦେବ । ନିଜ ପରିବାର ଲୋକଙ୍କ ସହିତ ସେମାନଙ୍କ ଖୁସିରେ ଆପଣ ସାମିଲ ହୁଅନ୍ତୁ ।|

କନ୍ୟା

ଆଜି ଆପଣଙ୍କୁ ଆପଣଙ୍କ ପରିବାର ଲୋକଙ୍କର ସହାୟତା ମିଳିବ । ଯଦି ଆପଣ କିଛି ଅସୁବିଧାରେ ପଡ଼ିଛନ୍ତି ତାହାହେଲେ ପରିବାର ଲୋକଙ୍କ ସାହାଯ୍ୟ ମଧ୍ୟ ନେଇପାରନ୍ତି ।|

ତୁଳା

ଆପଣଙ୍କର କୌଣସି ପ୍ରିୟଜନ ଆପଣଙ୍କ ପାଇଁ ଶୁଭ ସମାଚ଼ାର ଆଣିବେ ଏବଂ ଆପଣ ସେଥିପାଇଁ ଗର୍ବ ଅନୁଭବ କରିବେ । ଏହି ସମୟ ଖୁସିର ଉତ୍ସବ କଟାଇବାର ଅଟେ । ସେମାନଙ୍କୁ କୌଣସି ଉପହାର, ଭଲ ନମ୍ବର ନ ହେଲେ ବହୁତ ପ୍ରଂଶସା ମିଳିପାରେ ।|

ବିଛା

ଏହି ସମୟ ପରିବାର ଲୋକଙ୍କ ସହିତ କୌଣସି ଉତ୍ସବକୁ ଯିବାର ସମୟ ଅଟେ । କେମିତି ଓ କେବେ ଯିବେ ଏହା ଅଧିକ ଭାବିବା ଦରକାର ନାହିଁ । ଏହି ସମୟର ସଦୁପଯୋଗ କରି ଆପଣ ବହୁତ ଆନନ୍ଦ ପାଇ ପାରନ୍ତି ।|

ଧନୁ

ଆଜି ଆପଣ କୌଣସି ଉତ୍ସବ ପାଇଁ ପ୍ରସ୍ତୁତ ହୋଇଯାଆନ୍ତୁ । ବନ୍ଧୁ ଏବଂ ସମ୍ପର୍କୀୟ ମାନେ ମିଶି ବହୁତ ମଜା କରିବେ ,ଯାହା ଆପଣଙ୍କ ସ୍ମୃତିରେ ସବୁଦିନ ପାଇଁ ଅଭୂଲା ହୋଇଯିବ ।ଆଜିର ଦିନଟି ପରସ୍ପର ସହିତ ବହୁତ ଖୁସି କରିବାର ଦିନ ।|

ମକର

ଆଜି ଆପଣ ଅଧିକ ସମୟ ପରିବାର ଲୋକଙ୍କ ସହିତ କଟାଇବେ । ନିଜ ଲୋକଙ୍କ ସହିତ ରହିଲେ ଆପଣଙ୍କୁ ବହୁତ ଖୁସି ଲାଗିବ । ନିଜ ପ୍ରତି ପରିବାର ଲୋକଙ୍କ ସ୍ନେହ ଓ ସମ୍ମାନ ଦେଖି ଆପଣ ବହୁତ ଖୁସି ହେବେ ।|

କୁମ୍ଭ

ଆଜି ଆପଣ ସବୁ ଚ଼ିନ୍ତା ପରିତ୍ୟାଗ କରି କିଛି ସମୟ ପରିବାର ଲୋକଙ୍କ ସହିତ କଟାଇବାକୁ ଚ଼ାହିଁବେ ।ଏହି ସମୟ ଆପଣ ଆପଣଙ୍କ ଲୋକଙ୍କ ସହିତ ସ୍ନେହ ବାଣ୍ଟିବାର ସମୟ ଅଟେ ।ଆପଣଙ୍କ ପରିବାର ଆପଣଙ୍କ ସହ ଥିବାରୁ ଆପଣ ଇଶ୍ୱରଙ୍କୁ ଧନ୍ୟବାଦ ଦିଅନ୍ତୁ ।|

ମୀନ

ଆଜି ଆପଣ ପରିବାରର ଲୋକଙ୍କ ଜୀବନରେ ସ୍ନେହ ଭରିଦିଅନ୍ତୁ । ଆଜିର ଦିନ ପରିବାର ଲୋକଙ୍କ ସହ କଟାଇବାର ଦିନ ଅଟେ । ଆପଣଙ୍କ ସ୍ନେହକୁ ଆପଣଙ୍କ ପରିବାର ଲୋକ ବୁଝିବେ । ଆଜି ଆପଣଙ୍କ ବିରତ୍ୱରେ ଦୃଢ଼ତା ଆସିବ ।|

Share Your Views In Comments Below

comments