ମେଷ
ଆଜି ଆପଣଙ୍କର ଆଖପାଖ ଲୋକ ଆପଣଙ୍କୁ ଭୁଲ ବୁଝିପାରନ୍ତି, ଏଥି ପାଇଁ ଆପଣଙ୍କର ବିଚ଼ାରକୁ ସ୍ପଷ୍ଟଭାବରେ ଅଭିବ୍ୟକ୍ତ କରନ୍ତୁ । ଯାହାବି କୁହନ୍ତୁ ବୁଝି ସୁଝି କୁହନ୍ତୁ, ଯଦି ଆପଣଙ୍କର ଶବ୍ଦକୁ ଭୁଲ ବୁଝି ନିଆ ଯାଏ ତେବେ ଅସୁବିଧା ହୋଇପାରେ ।
ବୃଷ
ଆଜି ଆପଣ ରାଗର ଶିକାର ହୋଇପାରନ୍ତି, ନିଜ ରାଗଉପରେ ପୂରାପୁରି ଭାବରେ ନିୟନ୍ତ୍ରଣ ରଖିବାକୁ ଚ଼େଷ୍ଟା କରନ୍ତୁ । କିଛିବି ହେଉ ନିଜ କାର୍ଯ୍ୟାଳୟ ଏବଂ ସାର୍ବଜନୀନ ସ୍ଥାନରେ କଳିଠାରୁ ବଞ୍ଚନ୍ତୁ ।|
ମିଥୁନ
ଆଜି ଆପଣ ନିଜ ରାଗଉପରେ ନିୟନ୍ତ୍ରଣ ରଖିବେ । ଏମିତି କରିଲେ ଆପଣ ସେ ଶାନ୍ତିକୁ ବଜାୟ ରଖିବେ ଯାହାର ଆନନ୍ଦ ଏବେ ପର୍ଯ୍ୟନ୍ତ ନେଉଥିଲେ । ଆପଣଙ୍କୁ ଯେଉଁ କଥା ଆଜି ବଡ଼ ଲାଗୁଛି ସେହିକଥା କାଲି ଛୋଟ ଲାଗିବ ।|
କର୍କଟ
ଆଜି ଆପଣ ନିଜ ମନ ଖୁସିରଖନ୍ତୁ, ଛୋଟ ବଡ଼ ସମସ୍ୟାରେ ବ୍ୟସ୍ତ ହୁଅନ୍ତୁ ନାହିଁ । ଆଜି ଆପଣ ଯୁକ୍ତି କରିବା ମୁଡ଼ରେ ଲାଗୁଛନ୍ତି, ତଥାପି ଆପଣ ସବୁକିଛି ସମ୍ଭାଳି ନେବେ ।|
ସିଂହ
ଆଜି ଆପଣ ବିଶ୍ରାମ କରନ୍ତୁ କାରଣ ଆପଣଙ୍କୁ କିଛି ସମସ୍ୟା ପାଇଁ ଅସୁବିଧା ହୋଇ ପାରେ । ବେଶୀ ଚ଼ିନ୍ତା କରନାହିଁ, ଆପଣଙ୍କର ସମସ୍ତ ସମସ୍ୟା ଶୀଘ୍ରହିଁ ଶେଷ ହୋଇଯିବ ।|
କନ୍ୟା
ଆଜି ଆପଣଙ୍କ ଜୀବନରେ ଭ୍ରମ ସୃଷ୍ଟି ହୋଇପାରେ, ସାବଧାନ ରୁହନ୍ତୁ । ନିଜ ବାଣୀ ଉପରେ ଧ୍ୟାନ ଦିଅନ୍ତୁ ଯେଉଁ ଥିରେ କି ଆପଣ ଆପଣଙ୍କର ସାଙ୍ଗ ମାନଙ୍କୁ କିଛି ଭୂଲ କଥା ନ କୁହନ୍ତୁ ।|
ତୁଳା
ଆଜି କାଲି ଯେଉଁ ସମସ୍ୟା ବଢି ଚ଼ାଲିଛି ଆପଣ ତାହାକୁ ଠିକ୍ ଭାବରେ ବୁଝି ଶେଷ କରିବା ପାଇଁ ଚ଼େଷ୍ଟା କରିବା ଉଚିତ୍ । ମାନସିକ ଶାନ୍ତି ପାଇଁ ବାହାରେ କେଉଁଠିବି ବୁଲିବାକୁ ଯାଆନ୍ତୁ କିମ୍ବା କୌଣସି ଭଲ ବହି ପଢ଼ି ପାରନ୍ତି ।|
ବିଛା
ଆଜି ଆପଣଙ୍କୁ ନିଜ କାର୍ଯ୍ୟାଳୟ କିମ୍ବା ଘରେ କିଛି ଚ଼ିନ୍ତା ଅନୁଭବ ହୋଇପାରେ । ସମ୍ଭାବନା ଯେ ଆପଣଙ୍କର ଆଖପାଖ ଲୋକ ରାଗରେ ରହିପାରନ୍ତି ,ଯାହାର ପ୍ରଭାବ ଆପଣଙ୍କର ମୁଡ଼୍ ଉପରେ ମଧ୍ୟ ପଡ଼ିପାରେ ।|
ଧନୁ
ଆଜି ଆପଣ ଏମିତିହିଁ ଗପିବା ସମୟରେ ନିଜର ଶବ୍ଦଗୁଡ଼ିକୁ ବୁଝି ବିଚ଼ାରକରି କହିବେ । ଆପଣ କାହାକୁ କ`ଣ କହୁଛନ୍ତି ଏଥି ପ୍ରତି ଧ୍ୟାନ ଦିଅନ୍ତୁ । ଆପଣଙ୍କର ଶବ୍ଦଗୁଡ଼ିକୁ ବୁଲେଇ ଆପଣଙ୍କ ବିରୋଧରେ ବ୍ୟବହାର କରାଯାଇପାରେ ।|
ମକର
ଆଜି ଆପଣ ଘରେ ଝଗଡ଼଼ା କରିପାରନ୍ତି, ନିଜ ରାଗକୁ ନିୟନ୍ତ୍ରଣରେ ରଖନ୍ତୁ । ଏହି ଝଗଡ଼ା ଘରର ସଫା ସୁତୁରା କିମ୍ବା କର୍ତ୍ତବ୍ୟକୁ ନେଇ ହୋଇପାରେ । କଳି ଠାରୁ ବଞ୍ଚନ୍ତୁ ଏବଂ ନିଜ ଘରର ଶାନ୍ତି ବଜାୟ ରଖନ୍ତୁ ।|
କୁମ୍ଭ
ଆଜି ଆପଣଙ୍କୁ ନିଜ କାର୍ଯ୍ୟ ଏବଂ ଘରର ଛୋଟ ଛୋଟ ଅସୁବିଧା ଗୁଡ଼ିକୁ ସମାଧାନ କରିବା ପାଇଁ ନିଜର ଚ଼ତୁରତା ଏବଂ ବୁଦ୍ଧିର ବ୍ୟବହାର କରିବା ଉଚ଼ିତ୍ ।|
ମୀନ
ଉଚ୍ଚ ଅଧିକାରୀ ଆଜି ଆପଣଙ୍କୁ ସାହାଯ୍ୟ କରିବା ପାଇଁ ପ୍ରସ୍ତୁତ ରହିବେ । ଏହାର ମାନେ ହୋଇପାରେ କି ସେ ଆପଣଙ୍କୁ ଠିକ୍ ରାସ୍ତା ଦେଖାଇ ଆପଣଙ୍କର ଦରକାର ମୁତାବକ ସାହାଯ୍ୟ କରିବେ ।|