ଆଜିର ରାଶିଫଳ; 14 March ମଙ୍ଗଳବାର : କେମିତି କଟିବ ଆଜିର ଦିନ

ମେଷ

ଆଜିର ଦିନ ନିଜର ପରିଜନ ଏବଂ ପ୍ରିୟଜନ ମାନଙ୍କ ସହିତ ବିତାଇବାର ଶୁଭ ଦିନ ଅଟେ । ଆଜି ଆପଣ ଏମିତି ପ୍ରିୟଜନ ମାନଙ୍କ ସହିତ କଟେଇବେ ଯେଉଁ ମାନଙ୍କ ସହିତ ଆପଣ ବହୁତ ଦିନରୁ ଦେଖାକରି ପାରିନାହାନ୍ତି ।

ବୃଷ

ଆଜି ଆପଣଙ୍କୁ ଆପଣଙ୍କ ପରିବାର ଲୋକଙ୍କର ସହାୟତା ମିଳିବ । ଯଦି ଆପଣ କିଛି ଅସୁବିଧାରେ ପଡ଼ିଛନ୍ତି ତାହାହେଲେ ପରିବାର ଲୋକଙ୍କ ସାହାଯ୍ୟ ମଧ୍ୟ ନେଇପାରନ୍ତି ।|

ମିଥୁନ

ପରିବାର ଲୋକଙ୍କ ସାଙ୍ଗରେ କେଉଁଠି ବୁଲିବାକୁ ଗଲେ ଆପଣଙ୍କ ସମ୍ପର୍କ ଆହୁରି ଘନିଷ୍ଠ ହେବ । ମନେରଖନ୍ତୁ ନିଜକୁ ସ୍ଫୁର୍ତ୍ତି ରଖିବାକୁ ହେଲେ ପରିବାର ଲୋକଙ୍କ ସାଙ୍ଗରେ ସମୟ କଟାନ୍ତୁ ।ଏହା ଠାରୁ ଭଲ ରାସ୍ତା ଆପଣଙ୍କ ପାଖରେ ନାହିଁ ।|

କର୍କଟ

ଯଦି ଆପଣଙ୍କର ନିକଟବର୍ତ୍ତୀ ସମ୍ପର୍କୀୟଙ୍କ ସାଙ୍ଗରେ କୌଣସି ମତଭେଦ ଅଛି ତାହା ସୁସମ୍ପର୍କରେ ପରିଣତ ହେବା ଆପଣ ଦେଖିବାକୁ ପାଇବେ । ଏହି ସୁସମ୍ପର୍କ ଦୁଇ ପକ୍ଷର ଚ଼େଷ୍ଟାର ପରିଣାମ ସୂରୂପ ହେବ ।|

ସିଂହ

ଆପଣଙ୍କ ପରିବାର ଆପଣଙ୍କ ପାଇଁ ସହାୟତାର ସ୍ରୋତ ହେବ । ସେମାନେ ଆପଣଙ୍କର ସବୁ ପ୍ରକାର ସାହାଯ୍ୟ କରିବାକୁ ପ୍ରସ୍ତୁତ ଅଟନ୍ତି ।ତେଣୁ ଆପଣ ସେମାନଙ୍କ କଥା ଶୁଣିବା ଉଚ଼ିତ୍ ।|

କନ୍ୟା

ଆପଣଙ୍କ ପରିବାର ଲୋକଙ୍କ ପାଇଁ ଆଜି ଆପଣ ଖୁସି ଓ ଗର୍ବ ଅନୁଭବ କରିବେ । ଆଜି ଆପଣଙ୍କୁ କୌଣସି ପରିବାର ଲୋକଙ୍କ ସହିତ ଜଡ଼ିତ ଶୁଭ ସମାଚ଼ାର ଆପଣଙ୍କୁ ବହୁତ ଖୁସି ଦେବ । ନିଜ ପରିବାର ଲୋକଙ୍କ ସହିତ ସେମାନଙ୍କ ଖୁସିରେ ଆପଣ ସାମିଲ ହୁଅନ୍ତୁ ।|

ତୁଳା

ଆଜି ଆପଣ କୌଣସି ଉତ୍ସବ ପାଇଁ ପ୍ରସ୍ତୁତ ହୋଇଯାଆନ୍ତୁ । ବନ୍ଧୁ ଏବଂ ସମ୍ପର୍କୀୟ ମାନେ ମିଶି ବହୁତ ମଜା କରିବେ ,ଯାହା ଆପଣଙ୍କ ସ୍ମୃତିରେ ସବୁଦିନ ପାଇଁ ଅଭୂଲା ହୋଇଯିବ ।ଆଜିର ଦିନଟି ପରସ୍ପର ସହିତ ବହୁତ ଖୁସି କରିବାର ଦିନ ।|

ବିଛା

ଏହି ସମୟ ବର୍ତ୍ତମାନ ପରିବାର ଲୋକଙ୍କ ମଧ୍ୟରେ ସୁସମ୍ପର୍କ ପ୍ରତିଷ୍ଠା କରିବାର ସମୟ ଅଟେ ଯାହାଦ୍ୱାରା ଆପଣ ନିଜକୁ ପରିବାର ଲୋକଙ୍କ ନିକଟତର ପାଇବେ । ଆଜି ଆପଣ ସେମାନଙ୍କ ସାଙ୍ଗରେ ସମୟ କଟାଇବାକୁ ଚ଼ାହିଁବେ ।|

ଧନୁ

ଏହି ସମୟ ପରିବାର ଲୋକଙ୍କ ସହିତ କୌଣସି ଉତ୍ସବକୁ ଯିବାର ସମୟ ଅଟେ । କେମିତି ଓ କେବେ ଯିବେ ଏହା ଅଧିକ ଭାବିବା ଦରକାର ନାହିଁ । ଏହି ସମୟର ସଦୁପଯୋଗ କରି ଆପଣ ବହୁତ ଆନନ୍ଦ ପାଇ ପାରନ୍ତି ।|

ମକର

ଆଜି ଆପଣ ସବୁ ଚ଼ିନ୍ତା ପରିତ୍ୟାଗ କରି କିଛି ସମୟ ପରିବାର ଲୋକଙ୍କ ସହିତ କଟାଇବାକୁ ଚ଼ାହିଁବେ ।ଏହି ସମୟ ଆପଣ ଆପଣଙ୍କ ଲୋକଙ୍କ ସହିତ ସ୍ନେହ ବାଣ୍ଟିବାର ସମୟ ଅଟେ ।ଆପଣଙ୍କ ପରିବାର ଆପଣଙ୍କ ସହ ଥିବାରୁ ଆପଣ ଇଶ୍ୱରଙ୍କୁ ଧନ୍ୟବାଦ ଦିଅନ୍ତୁ ।|

କୁମ୍ଭ

ଆଜି କୌଣସି ପାରିବାରିକ ଉତ୍ସବ ହେବାର ସମ୍ଭାବନା ଅଛି ତେଣୁ ଯିବାପାଇଁ ପ୍ରସ୍ତୁତ ହୋଇଯାଆନ୍ତୁ, ଏହା ଆନନ୍ଦ କରିବାର ସମୟ ଅଟେ । ଏହି ପାରିବାରିକ ଉତ୍ସବ ଆପଣଙ୍କ ପାଇଁ ଏବଂ ଆପଣଙ୍କ ପରିବାର ପାଇଁ ବହୁତ ଖୁସି ଆଣିଦେବ ।|

ମୀନ

ଆପଣଙ୍କର କୌଣସି ପ୍ରିୟଜନ ଆପଣଙ୍କ ପାଇଁ ଶୁଭ ସମାଚ଼ାର ଆଣିବେ ଏବଂ ଆପଣ ସେଥିପାଇଁ ଗର୍ବ ଅନୁଭବ କରିବେ । ଏହି ସମୟ ଖୁସିର ଉତ୍ସବ କଟାଇବାର ଅଟେ । ସେମାନଙ୍କୁ କୌଣସି ଉପହାର, ଭଲ ନମ୍ବର ନ ହେଲେ ବହୁତ ପ୍ରଂଶସା ମିଳିପାରେ ।

Share Your Views In Comments Below

comments