ଆଜିର ରାଶିଫଳ; 16 March ବୁଧୁବାର : କେମିତି କଟିବ ଆଜିର ଦିନ

ମେଷ

ଆଜି ନିଜ ଲୋକମାନଙ୍କ ସହିତ ମିସିବାର ସମ୍ଭାବନା ହୋଇପାରେ । ଏହା ଆପଣଙ୍କୁ ହଠାତ୍ ଖୁସି ଆଣିଦେବ ଆପଣଙ୍କର ପୁରୁଣା ବନ୍ଧୁ ଆପଣଙ୍କର ହୃଦୟର ବହୁତ ନିକଟତର ଅଟନ୍ତି ।

ବୃଷ

ଆପଣଙ୍କ ବ୍ୟବହାରକୁ ସମସ୍ତେ ପ୍ରଶଂସା କରିବେ । ଆଜି ଆପଣଙ୍କର ମିତ୍ରତା ଆପଣଙ୍କ ମିତ୍ର ପାଇଁ ବହୁତ ଲାଭଦାୟକ ହେବ ଏବଂ ଭବିଷ୍ୟତରେ ସେମାନେ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ପ୍ରସ୍ତୁତ ହେବେ ।

ମିଥୁନ

ଆଜିର ଦିନ ଆପଣଙ୍କ ପାଇଁ ଖୁସି ଏବଂ ଶାନ୍ତି ଆଣିଦେବ ।ନିଜ ପ୍ରିୟଜନଙ୍କୁ ଦେଖା କରିବାକୁ ଆପଣଙ୍କର ମନ ହେବ । ଏହି ସମୟର ପୁରା ଲାଭ ଉଠାନ୍ତୁ, ବୁଲିବାକୁ ଯାଆନ୍ତୁ ଏବଂ ନିଜର ସବୁ ଚ଼ିନ୍ତାକୁ ଭୁଲିଯାଆନ୍ତୁ ।

କର୍କଟ

ଆଜି ଆପଣଙ୍କର ନୂଆ ପରିଚୟ ଦ୍ୱାରା ନୂଆ ବନ୍ଧୁ କରିବେ ।ଭଲ ହେବ ଯଦି ଆପଣ ଏହି ଦିଗରେ ପ୍ରଥମେ ପାଦ ବଢାଇବେ ଏବଂ କଥା ଆରମ୍ଭ କରିବେ ।

ସିଂହ

ବୋଧହୁଏ ଏହି ବୟସ ସାଙ୍ଗରେ ଚ଼ାଲିବାର ସମୟ ଅଟେ । ସାଙ୍ଗମାନେ ଆସନ୍ତି ଚ଼ାଲିଯାଆନ୍ତି କିନ୍ତୁ ଏହି ସାଙ୍ଗ ଆପଣଙ୍କ ସବୁ ଦୁଃଖ ସୁଖର ସାଥି ହେବ ।

କନ୍ୟା

ଆଜି ଆପଣ ହଠାତ୍ କୌଣସି ପୁରୁଣା ବନ୍ଧୁଙ୍କ ସହିତ ଭେଟ ହେବ ଯାହାଦ୍ୱାରା ଆପଣ ବହୁତ ଖୁସି ହେବେ । ଆଜି ଆପଣ ପୁରୁଣା ବନ୍ଧୁଙ୍କ ସହିତ ପୁରୁଣା ସ୍ମୃତି ସବୁମନେ ପକାଇପାରନ୍ତି ।

ତୁଳା

ଆଜି ଆପଣଙ୍କୁ ଆପଣଙ୍କର କୌଣସି ବନ୍ଧୁ ସାହାଯ୍ୟ ମାଗି ପାରନ୍ତି ।ଏହି ବନ୍ଧୁଙ୍କୁ ବୋଧହୁଏ ଆପଣଙ୍କ ସାହାଯ୍ୟର ଆବଶ୍ୟକତା ଅଛି । ତାହା ସହିତ ଆପଣ ବନ୍ଧୁତ୍ୱ ପୂର୍ଣ୍ଣ ବ୍ୟବହାର କରନ୍ତୁ ଏବଂ ତାଙ୍କ ଭଲ ପାଇଁ ଆପଣ ସବୁପ୍ରକାର ଚ଼େଷ୍ଟା କରନ୍ତୁ ।

ବିଛା

ଆଜି ଆପଣ ପରିବାରର ଲୋକଙ୍କୁ ଏବଂ ବନ୍ଧୁ ମାନଙ୍କୁ ସେମାନଙ୍କର ସାହାଯ୍ୟ ପାଇଁ ପ୍ରଶଂସା କରିବେ । ସେମାନଙ୍କୁ ସେମାନଙ୍କର ସାହାଯ୍ୟ ପାଇଁ ଧନ୍ୟବାଦ ଅବସ୍ୟ ଦିଅନ୍ତୁ । ଏହା ଆପଣଙ୍କର ସମ୍ପର୍କ ଏବଂ ଶରୀର ପାଇଁ ଲାଭଦାୟକ ହେବ ।

ଧନୁ

ଆପଣଙ୍କର କୌଣସି ପ୍ରିୟଜନ ସହିତ ସମ୍ପର୍କ ଖରାପ ହୋଇଯାଇଛି । ଏହି ସମୟ ଆପଣ ନିଜ କ୍ରୋଧକୁ ଆୟତ୍ତରେ ରଖିବାର ସମୟ ଅଟେ । ଆପଣ ଏହି ସମୟରେ ପୁରୁଣା ମିଠାସ୍ମୃତିକୁ ମନେପକାଇ ପରଷ୍ପରକୁ ଗୁରୁତ୍ତ୍ୱ ଦେବା ଉଚ଼ିତ୍ ହେବ ।

ମକର

ଆଜି ହଠାତ୍ ଆପଣଙ୍କର କୌଣସି ବନ୍ଧୁ ଫୋନ୍ କିମ୍ବା ଇମେଲ କରିପାରନ୍ତି । ଏହି ବନ୍ଧୁ ବୋଧହୁଏ ଆପଣଙ୍କ ଘରେ କିଛି ଦିନ ରହିବାକୁ ଆସିପାରନ୍ତି । ଆପଣ ତାଙ୍କର ଆତିଥ୍ୟ ଚ଼ର୍ଚ୍ଚା ପାଇଁ ପ୍ରସ୍ତୁତ ହୋଇ ରୁହନ୍ତୁ ।

କୁମ୍ଭ

ଆଜି ଆପଣ ଅନ୍ୟମାନଙ୍କ ଆଗରେ ନିଜର ପରିଚ଼ୟ ଭଲ କରିବାକୁ ଚ଼ାହିଁବେ ଆପଣ ଅନ୍ୟକୁ ବଦଳାଇବାକୁ ଚ଼ାହିଁବା ଅପେକ୍ଷା ନିଜେ ବଦଳିଯିବା ଠିକ୍ ହେବ ଏବଂ ଏହି ବଦଳିବାର ଭାବନା ଆପଣଙ୍କ ମନରୁ ହେବା ଜରୁରୀ ଅଟେ ।

ମୀନ

ନିକଟରେ ହୋଇଥିବା ସମସ୍ୟା ବଢ଼ୁଥିବା ଯୋଗୁଁ ଏବେ ଆପଣ ବନ୍ଧୁ ଏବଂ ପରିବାରର ସଦସ୍ୟଙ୍କ ସହିତ ସମୟ କଟାଇଲେ ତାହା ଦୂର ହୋଇଯିବ । ମାନସିକ ଶାନ୍ତି ପାଇଁ ଆଜି ଆପଣ ବାହାରକୁ ଯାଇ ପାରନ୍ତି ।

Share Your Views In Comments Below

comments