ମେଷ
ଆପଣ ଆଜି ବିଦେଶରୁ ଗୋଟିଏ ଖୁସି ଖବର ପାଇପାରନ୍ତି ଯଦି ଆପଣ ବିଦ୍ୟାର୍ଥି ହୋଇଥାନ୍ତି ତେବେ ଆପଣ ବୃତ୍ତି ପାଇପାରନ୍ତି କିମ୍ବା ଆପଣଙ୍କର ନାମ ଲେଖା ହୋଇପାରେ । ଏହା ମଧ୍ୟ କୌଣସି ଏକ ନୂଆ ଚ଼ାକିରି ହୋଇଥାଇପାରେ । ତେଣୁ ଇମେଲ ଲେଖନ୍ତୁ ।|
ବୃଷ
ଗୋଟିଏ ପକ୍ଷରେ ଆପଣ ସାମାଜିକ ସମାରୋହରେ ଭାଗ ଲେବାପାଇଁ ଚ଼ାହିଁବେ ଏବଂ ଅନ୍ୟ ପକ୍ଷରେ ଆପଣ ଏହା ମଧ୍ୟ ଧ୍ୟାନ ରଖନ୍ତୁ ଯେ ଆପଣଙ୍କ କାର୍ଯ୍ୟ ଯେପରି ଠିକ୍ ସମୟରେ ପୁର୍ଣ୍ଣ ହୁଅନ୍ତୁ ।|
ମିଥୁନ
ଆଜି ଆପଣଙ୍କ ମନ କୌଣସି ତୀର୍ଥ ଯାତ୍ରାରେ ଯିବାକୁ କହୁଛି । ଆଜି ଆପଣ ଦେବ କାର୍ଯ୍ୟରେ ମନ ନିବେଶ କରିବେ । ଆପଣ ନିଜ ଜୀବନରେ ଧର୍ମର ମହତ୍ତ୍ୱ ଚାହୁଁଛନ୍ତି । ଏହି ପଥରେ ଜୀବନ ଧାରା ନେଲେ ସୁଖ ଓ ଶାନ୍ତି ମିଳିବ ।|
କର୍କଟ
ଆଜି ଆପଣଙ୍କ ନିଜ ସବୁ ସମସ୍ୟାକୁ ସମାଧାନ କରିବା ଚ଼େଷ୍ଟାରେ ଲାଗିଯିବେ । ଏହି ସମୟରେ କୌଣସି ରୋଗ କିମ୍ବା ବିଷୟକୁ କେବଳ ଉପରେ ସମାଧାନ କରନ୍ତୁ ନାହିଁ । ଆପଣ ଏହାର ମୂଳୋତ୍ପାନ କରିବାକୁ ଚ଼େଷ୍ଟା କରନ୍ତୁ ।|
ସିଂହ
ଆପଣଙ୍କର ପ୍ରତି ପଥରେ କୌଣସି ପ୍ରତିବଂଧକ ସୃଷ୍ଟିହୋଇପାରେ । ଆପଣ ଏଥିପାଇଁ କିଛି ପରିମାଣରେ ନିରାଶ ହୋଇ ପାରନ୍ତି । କିନ୍ତୁ ଆପଣ ଏ ପ୍ରତିବଂଧକ ଏଡାଇବା ପାଇଁ କଠିନ ପରିଶ୍ରମ କରି ଆସନ୍ତୁ ।|
କନ୍ୟା
ଆପଣଙ୍କ ଭ୍ରମଣଯୋଗ ଆସି ଯାଇଛି । ସେଥିପାଇଁ ପ୍ରସ୍ତୁତ ରୁହନ୍ତୁ । ବିଶେଷ .ଯାତ୍ରା କରିବା ସମ୍ବାବନା ମଧ୍ୟ ରହିଛି । ଏହା ପରିବାର କିମ୍ବା କାର୍ଯ୍ୟ ସମ୍ପର୍କିତ ଭ୍ରମଣ ହେଉ ପଛେ ଉପଭୋଗ ନିଶ୍ଚୟ ହେବ ।|
ତୁଳା
ଆଜି ଆପଣ ଜାଣିପାରିବେ ଆପଣଙ୍କ ସାହାଯ୍ୟ ପାଇଁ ଆପଣଙ୍କ ପରିବାର ଓ ବନ୍ଧୁମାନେ ସବୁବେଳେ ଆଗଭର ଅଟନ୍ତି । ଆଜି ସେମାନେ ଆପଣଙ୍କ ଜୀବନରେ ମହତ୍ତ୍ୱପୂର୍ଣ୍ଣ ଭୁମିକା ନିର୍ବାହ କରିବେ ।|
ବିଛା
ଗୋଟିଏ ପକ୍ଷରେ ଆପଣ ସାମାଜିକ ସମାରୋହରେ ଭାଗ ଲେବାପାଇଁ ଚ଼ାହିଁବେ ଏବଂ ଅନ୍ୟ ପକ୍ଷରେ ଆପଣ ଏହା ମଧ୍ୟ ଧ୍ୟାନ ରଖନ୍ତୁ ଯେ ଆପଣଙ୍କ କାର୍ଯ୍ୟ ଯେପରି ଠିକ୍ ସମୟରେ ପୁର୍ଣ୍ଣ ହୁଅନ୍ତୁ ।|
ଧନୁ
ଆଜି ଆପଣ ଆତ୍ମଜ୍ଞାନ ଆଧ୍ୟାତ୍ମିକ ଦିଗରେ ନିଜର ପ୍ରକୃତ ରୂପକୁ ଚିହ୍ନନ୍ତୁ ଓ ଆଧ୍ୟାତ୍ମିକଜ୍ଞାନକୁ ବଢାଇବାକୁ ଚେଷ୍ଟା କରନ୍ତୁ । ଏହି ମାର୍ଗରେ ଗତି କଲେ ଆଜି ଆପଣଙ୍କୁ ବହୁତ ଲାଭ ହେବ ଓ ଶାନ୍ତି ମଧ୍ୟ ମିଳିବ ।|
ମକର
ଆପଣ ଆଜି କୌଣସି କାରଣରୁ ନିରାଶ ହେବେ । ଆପଣ ନିଜ ଲକ୍ଷରେ ପହଁଚି କଷ୍ଟକର ହେବ । ଆପଣଙ୍କର କାର୍ଯ୍ୟ ଦକ୍ଷତା ହ୍ରାସ ପାଇପାରେ । ବିଶେଷ ବିବ୍ରତ ହୁଅନ୍ତୁ ନାହିଁ । ଆଜି ଦିନ ବିତେଇଲା ପରେ ଅନ୍ୟାନ୍ୟ କ୍ଷେତ୍ରରେ ଓ ଉନ୍ନତି ପରିଲକ୍ଷିତ ହେବ ।|
କୁମ୍ଭ
ଆଜି ଆପଣ କୌଣସି ଶାନ୍ତ ପରିବେଶରେ ଧ୍ୟାନସ୍ଥ ହୁଅନ୍ତୁ । ଆପଣ ଲମ୍ବା ସମୟରୁ ବହୁତ କଠିନ ପରିଶ୍ରମ କରି ଆସୁଛନ୍ତି । ଏହି ବିରତି ଆପଣଙ୍କ ପାଇଁ ବହୁତ ଭଲ ଅଟେ । ଧ୍ୟାନ ମଗ୍ନ ହେବା ହେତୁ ଆପଣ ନିଜକୁ ନକାରାତ୍ମକତା ରୁ ରୋକିପାରିବେ ।|
ମୀନ
ଆଜି ଆପଣ ନିଜ ଘରେ ଆନନ୍ଦପୂର୍ଣ୍ଣ ଦିନ ବିତାଇବେ । ଖୁସି ପାଇଁ ଏହା ଜରୁରୀ ନୁହେଁ ଯେ ଆପଣ କୌଣସି ପ୍ରକାର ବାହାରେ ହିଁ ପଇସା ଖର୍ଚ୍ଚ କରି ଆନନ୍ଦ ଉଠାଇବେ ବେଳେ । ବେଳେ ଛୋଟ ଛୋଟ ଜିନିଷ ବି ଜୀବନରେ ବହୁତ ଖୁସି ଦିଏ ।|