ଆଜିର ରାଶିଫଳ; 02 Decembar 2021 ଗୁରୁବାର : କେମିତି କଟିବ ଆଜିର ଦିନ

ମେଷ

ଆଜି ଆପଣ ଶାନ୍ତି ପୂର୍ବକ ଘରେ କୌଣସି କଳିକୁ ସମାଧାନ କରିବାକୁ ଚେଷ୍ଟାକରିବେ । ଯଦି ଆପଣ ଏବଂ ଆପଣଙ୍କ ପରିବାର ଲୋକଙ୍କ ମଧ୍ୟରେ କଳି ହୋଇଯାଏ, ତେବେ ଆପଣ ନିଜକୁ ସେମାନଙ୍କ ମଧ୍ୟରେ ଫସିଯାଇଥିବାର ପାଇବେ ।

ବୃଷ

ଘରେ ଲାଗିରହିଥିବା ଉଦାସ ଭାବ ହିଁ ଆପଣଙ୍କ ଚ଼ିନ୍ତାର କାରଣ । ଆପଣଙ୍କର ପରିସ୍ଥିତିକୁ ବୁଝିବା ଉଚ଼ିତ୍ ଏବଂ ଜାଣିବା ପାଇଁ ଚ଼େଷ୍ଟା କରନ୍ତୁ ଯେ ଭୁଲ କାହାର ଏବଂ କେଉଁଠି ହୋଇଛି । ନିଜ ତରଫରୁ ନିଜର କ୍ରୋଧ ସମ୍ବରଣ କରିବାକୁ ଚ଼େଷ୍ଟାକରନ୍ତୁ ।|

ମିଥୁନ

ଆଜି ଯାହା ହେଉନା କାହିଁକି ଆପଣ ନିଜ ଆତ୍ମୀୟମାନଙ୍କ ସହ କଳି କରିବେ ନାହିଁ । ପରିସ୍ଥିତି ଯେମିତି ହେଉ ମଧ୍ୟ ଆପଣ କଳିଠାରୁ ଦୂରେଇ ରୁହନ୍ତୁ । ଆପଣ ନିଜକୁ ଶାନ୍ତ ରଖିବାକୁ ଚ଼େଷ୍ଟା କରନ୍ତୁ ।|

କର୍କଟ

ଗ୍ରହମାନଙ୍କର ଖରାପ ପ୍ରଭାବ ଯୋଗୁଁ ଆଜି ଆପଣଙ୍କ ଘରେ କୌଣସି ବ୍ୟକ୍ତିଙ୍କ ସହ କଳହ ହୋଇପାରେ ।ଏଥି ପାଇଁ ଆପଣ ନିଜ କଥା ଓ କ୍ରୋଧକୁ ନିୟନ୍ତ୍ରଣରେ ରଖନ୍ତୁ ।ଯଦି ଆପଣ ଶାନ୍ତ ରହିବେ ତେବେ ଭବିଷ୍ୟତର ବହୁ ଘରୋଇ ସମସ୍ୟାକୁ ସମାଧାନ କରିପାରିବେ ।|

ସିଂହ

ଆଜି ଆପଣ ଘରେ ସାବଧାନ ରୁହନ୍ତୁ କାରଣ କଳିହେବାର ପ୍ରବଳ ସମ୍ଭାବନା ରହିଛି । ଆଯଥା କଳିରୁ ବଞ୍ଚନ୍ତୁ । ଗ୍ରହଚ଼ଳନ ଖରାପ ଥିବାରୁ ଘରେ ଅଶାନ୍ତି ରହିବ ।|

କନ୍ୟା

ଆଜି ଯୁକ୍ତି କିମ୍ବା କଳି ହେବାର ସମ୍ଭାବନା ଅଛି । ଏଥିପାଇଁ ଆପଣ କୌଣସି ଯୁକ୍ତି କିମ୍ବା କଳିରେ ନପଡ଼ିବା ପାଇଁ ଚ଼େଷ୍ଟା କରନ୍ତୁ । ଯଦି ଆପଣଙ୍କୁ ଲାଗେ କି ପରିସ୍ଥିତି ବିଗୁଡ଼ୁଛି ତେବେ ଆପଣ ନିଜକୁ ତା` ଠାରୁ ଦୂରରେ ରଖନ୍ତୁ ।|

ତୁଳା

ଘରେ ଲାଗିରହିଥିବା ଅଶାନ୍ତି ଯୋଗୁଁ ଆପଣ ଚ଼ିନ୍ତିତ ହୋଇପାରନ୍ତି । ଯଦିଓ ଘରର ଅଶାନ୍ତିର କାରଣ ଆପଣ ନୁହଁନ୍ତି ତଥାପି ମାନସିକ ଶାନ୍ତି ପାଇଁ ନିଜର ଭାବନାକୁ ନିୟନ୍ତ୍ରଣରେ ରଖନ୍ତୁ ।|

ବିଛା

ଏହି ସମୟ ନିଜ ସାଙ୍ଗ ସାଙ୍ଗରେ କୌଣସି କଳି କଜିଆରେ ପଡ଼ନ୍ତୁ ନାହିଁ । ବୋଧ ହୁଏ ସମସ୍ତେ ଚ଼ିନ୍ତାର ସମ୍ମୁଖୀନ ହୋଇଛନ୍ତି, ଯାହାର କାରଣ ଚ଼ିନ୍ତାର ପରିବେଶ ସୃଷ୍ଟି ହୋଇଛି ।|

ଧନୁ

ପରିସ୍ଥିତି ଯେମିତି ହେଉ ମଧ୍ୟ ଆପଣ ଘରର ଶାନ୍ତି ଭଙ୍ଗ ହବାକୁ ଦିଅନ୍ତୁ ନାହିଁ । ନିଜ କ୍ରୋଧକୁ ନିଜ ଭିତରେ ରଖିବା ହିଁ ମଙ୍ଗଳ ।ଏହି କଳହ ଦ୍ୱାରା ଆପଣ ଲାଭବାନ ହେବେ ନାହିଁ ବରଂ ଏହା ଆପଣଙ୍କର ଅଧିକ ଚ଼ିନ୍ତାର କାରଣ ହେବ ।|

ମକର

ଆଜି ଆପଣଙ୍କୁ ସତର୍କତା ଅବଲମ୍ବନ କରିବାକୁ ପଡ଼ିବ, କାରଣ କିଛି ଭୁଲ ବୁଝାମଣା ଯୋଗୁଁ ଆପଣ ଏବଂ ଆପଣଙ୍କ ସମ୍ପର୍କୀୟମାନଙ୍କ ମଧ୍ୟରେ କଳି ହୋଇପାରେ ।|

କୁମ୍ଭ

ନିଜ ସାଙ୍ଗ ସାଙ୍ଗରେ କୌଣସି ଯୁକ୍ତି କରନ୍ତୁ ନାହିଁ କାରଣ ମାନସିକ ଶାନ୍ତି ହରାଇ ବସିବେ ।ଯଦି ଆପଣ କୌଣସି ଅସୁବିଧାରେ ରହନ୍ତି ତଥାପି ନିଜକୁ ଶାନ୍ତି ରଖନ୍ତୁ ।ଏହି ସମୟରେ କୌଣସି ଯୁକ୍ତି ଆପଣଙ୍କର ସମ୍ପର୍କ ଓ ଶାନ୍ତି ପାଇଁ ଖରାପ ହୋଇପାରେ ।|

ମୀନ

ଆଜି କିଛି ଭୁଲବୁଝାବଣା ହୋଇ ପାରେ ଏଥି ପାଇଁ ସାବଧାନ ରହିବେ । ନିଜ ବିଚ଼ାରକୁ ସ୍ପଷ୍ଟଭାବରେ ଅଭିବ୍ୟକ୍ତ କରନ୍ତୁ ଏବଂ ତା ସହିତ ଅନ୍ୟ ବ୍ୟକ୍ତିର କଥାବାର୍ତ୍ତାକୁ ମଧ୍ୟ ମନଦେଇ ଶୁଣି ବୁଝିବାକୁ ଚ଼େଷ୍ଟା କରନ୍ତୁ ।|

Share Your Views In Comments Below

comments