ମେଷ
ବୋଧହୁଏ ଏହି ବୟସ ସାଙ୍ଗରେ ଚ଼ାଲିବାର ସମୟ ଅଟେ । ସାଙ୍ଗମାନେ ଆସନ୍ତି ଚ଼ାଲିଯାଆନ୍ତି କିନ୍ତୁ ଏହି ସାଙ୍ଗ ଆପଣଙ୍କ ସବୁ ଦୁଃଖ ସୁଖର ସାଥି ହେବ ।|
ବୃଷ
ନିଜର ଉଚ୍ଚଅଧିକାରୀ ଏବଂ ସହକର୍ମୀମାନଙ୍କ ସହ କଳି ନ କରିବାକୁ ଚ଼େଷ୍ଟା କରନ୍ତୁ । ଆପଣ ନୀରବ ରହିବା ଭଲ । ଆପଣ ଆଜି ଖୁସି ହେବେ ଯେତେବେଳେ ଆପଣ ଦେଖିବେଯେ ଆପଣ ଶାନ୍ତ ରହିବା ଦ୍ୱାରା ସବୁ କଥା ସ୍ୱାଭାବିକ ହୋଇଯାଇଛି ।|
ମିଥୁନ
ଆଜି ଆପଣଙ୍କୁ ଆପଣଙ୍କର କୌଣସି ନିକଟର ବନ୍ଧୁଙ୍କ ଠାରୁ ଉପହାର ମିଳିପାରେ । ଏମିତି କୌଣସି ବସ୍ତୁ ଆପଣଙ୍କୁ ମିଳିପାରେ ଯାହା ଆପଣ କିଣିବାକୁ ଚାହୁଁ ନଥିବେ । ଏହି ଉପହାର ପାଇଁ ଆପଣ ବନ୍ଧୁଙ୍କୁ ଧନ୍ୟବାଦ ଦିଅନ୍ତୁ ।|
କର୍କଟ
ଆଜି ଆପଣ ନିଜ ଘରୋଇ ଜୀବନ ପ୍ରତି ସନ୍ତୁଷ୍ଟ ରହିବେ । ବହୁତ ସମୟରୁ ଆପଣ ନିଜର ଘରୋଇ ଜୀବନ ବିଷୟରେ ଭାବୁ ନଥିଲେ । କେତେ ସମୟ ବିତିଗଲା ଯୋଉଁଥିପାଇଁ ଆପଣ ଏହା ଅନୁଭବ କରିପାରିବେ ନାହିଁ ଯେ ଆପଣଙ୍କର ଘରୋଇ ଜୀବନଟି କେତେ ମହତ୍ତ୍ୱପୂର୍ଣ୍ଣ ।|
ସିଂହ
ଆପଣଙ୍କ ବୁଦ୍ଧି ଆଜି ଅଧିକ ବେଗରେ ସାହାଯ୍ୟ କରିବ । ଏହାର ଉପଯୋଗ ଆପଣ ଭବିଷ୍ୟତ ଯୋଜନା କରିବାରେ ବିନିଯୋଗ କରନ୍ତୁ । ଯଦି ଆପଣ କେବଳ ନିଜ ଲକ୍ଷ୍ୟ ଉପରେ ଧ୍ୟାନ ଦେବେ, ତେବେ ବାକି ସମସ୍ତ କାର୍ଯ୍ୟ ସ୍ୱତଃ ଠିକ୍ ହୋଇଯିବ ।|
କନ୍ୟା
ଆଜି ଆପଣଙ୍କ ଆତ୍ମିୟମାନେ ଆପଣଙ୍କୁ ସାହାଯ୍ୟ କରିବେ । ସେମାନଙ୍କ ଛୋଟ ଛୋଟ ଚ଼େଷ୍ଟା ଆପଣଙ୍କ ମନକୁ ଛୁଇଁଯିବ । ସେମାନଙ୍କ ସାହାଯ୍ୟ ଏବଂ ଭଲ ପାଇବା ଯୋଗୁଁ ଆପଣ ସେମାନଙ୍କୁ କୃତଜ୍ଞତା ଜଣାଇବେ ।|
ତୁଳା
ମନେ ଅଛି କି ଆପଣ ନିଜର ଘରର ଆଖପାଖରେ କିଛି ପରିବର୍ତ୍ତନ କରିବା ପାଇଁ ଭାବିଥିଲେ । ଘରେ ସାନ୍ତି ବାତାବରଣ ଅଛିକି ସେଥିପାଇଁ ଆରାମରେ ଯେକୌଣସି ପରିବର୍ତ୍ତନ କରି ପାରିବେ ।|
ବିଛା
ଆଜି ଆପଣ ନିଜ ଘରେ ସୁଖଶାନ୍ତିରେ ଆଶା କରି ପାରନ୍ତି । ଆଜି ଆପଣଙ୍କ ଘରେ ଅତିଥି ମାନଙ୍କର ବହୁତ ଭଲଭାବେ ଚ଼ର୍ଚ୍ଚାହେବ ଏବଂ ଆପଣ ସେମାନଙ୍କ ସହ ଭଲ ସମୟ ଅତିବାହିତ କରିବେ । ଏହିଭଳି ସାମାଜିକ ସମାରୋହରେ ଭାଗ ନିଅନ୍ତୁ ।|
ଧନୁ
ଆଜି ସାହିତ୍ୟ ପଢ଼ିଲେ ଆପଣଙ୍କୁ ବହୁତ ଲାଭ ମିଳିବ । ବୋଧହୁଏ ଆପଣଙ୍କୁ ଏମିତି ଲାଗିବ ଯେ ଆପଣ ଯାହା ପଢ଼ିଛନ୍ତି ସେହି ପାଠ ଆପଣଙ୍କ ବ୍ୟକ୍ତିଗତ ଉନ୍ନତିରେ ସହାୟକ ହେବ ।|
ମକର
କୌଣସି ମହତ୍ତ୍ୱପୂର୍ଣ୍ଣ ବ୍ୟକ୍ତି ହୁଏତ ଆପଣଙ୍କୁ ଭୂଲ ବୁଝିପାରନ୍ତି । ସାବଧାନ ରୁହନ୍ତୁ ଏବଂ ଠିକ୍ ଭାବରେ ନିଜର କଥା ସେମାନଙ୍କୁ ବୁଝାଇବାକୁ ଚ଼େଷ୍ଟାକରନ୍ତୁ । କଳିକଜିଆରୁ ଭବିଷ୍ୟତରେ ଅସୁବିଧ ହିଁ ହେବ ।|
କୁମ୍ଭ
ଆପଣ ଓ ଆପଣଙ୍କ ପରିବାର ଲୋକଙ୍କ ଚ଼ିନ୍ତାଧାରା ନ ମିଶିଲେ ମଧ୍ୟ ଆପଣ ଏହା ଅନୁଭବ କରିବେ ଯେ ଆପଣଙ୍କ ପରିବାରର ଲୋକ ଆପଣଙ୍କ କଥା ବୁଝନ୍ତି । ଆପଣ ମଧ୍ୟ ଏହା ଦେଖାନ୍ତୁ ଯେ ଆପଣ ସେମାନଙ୍କୁ ମଧ୍ୟ ବହୁତ ଭଲ ପାଆନ୍ତି ।|
ମୀନ
ଆଜି ଆପଣ ସେହି ଦ୍ରବ୍ୟକୁ ଗୁରୁତ୍ତ୍ୱ ଦିଅନ୍ତୁ ,ଯାହା ଆପଣଙ୍କ ପାଇଁ ଗୁରୁତ୍ତ୍ୱପୂର୍ଣ୍ଣ ଅଟେ । ଆପଣ ନିଜ ପରିବାରର କାମ ଏବଂ ମିତ୍ରମାନଙ୍କ ମଧ୍ୟରେ ଏକ ସନ୍ତୁଳନ ରକ୍ଷାକରନ୍ତୁ ।|